Numbers 2:12 — Compare Translations
5 translations compared side by side
Odia - 1840
"ରୁବନରେ ଗୋଷ୍ଠୀ ଛାଉଣୀ ପାଖ ରେଶିମିଯୋନ ପରିବାରବର୍ଗ ଛାଉଣୀ ସ୍ଥାପନ କରିବେ ଓ ସୂରୀଶଦ୍ଦଯର ପୁତ୍ର ଶଲୁମୀଯଲେଶିମିଯୋନ ଲୋକମାନଙ୍କର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ରୁବେନ୍ର ଗୋଷ୍ଠୀ ଛାଉଣି ପାଖରେ ଶିମିୟୋନ ପରିବାରବର୍ଗ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମିୟୋନ ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ;