Numbers 2:14 — Compare Translations

5 translations compared side by side

Odia - 1840
"ରୁବନରେ ଲୋକମାନଙ୍କ ଛାଉଣୀ ପାଖ ରେ ଗାଦ ଗୋଷ୍ଠୀ ଛାଉଣୀ ସ୍ଥାପିତ ହବେ। ରୁଯଲରେ ପୁତ୍ର ଇଲୀଯାସଫ ଗାଦ ଲୋକମାନଙ୍କର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଗାଦର ବଂଶ ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ରୁବେ‌ନ୍‌ର ଲୋକମାନଙ୍କ ଛାଉଣି ପାଖରେ ଗାଦ୍ ଗୋଷ୍ଠୀ ଛାଉଣି ସ୍ଥାପିତ ହେବ। ରୂୟେଲର ପୁତ୍ର ଇଲୀୟାସଫ ଗାଦ୍ ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣର ଅଧିପତି ହେବ;