Numbers 2:16 — Compare Translations
5 translations compared side by side
Odia - 1840
"ରୁବନେ ଛାଉଣୀର ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 1,51,450 ସମାନେେ ଦ୍ବିତୀୟ ରେ ଅଗ୍ରସର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରୁବେନ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ । ସେମାନେ ଦ୍ଵିତୀୟରେ ଅଗ୍ରସର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ରୁବେନ୍ ଛାଉଣିର ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 151,450 ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
Odia IRV 2017 (ଓଡିଆ ବାଇବେଲ)
ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।