Numbers 2:17 — Compare Translations
5 translations compared side by side
Odia - 1840
"ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସମାଗମ-ତମ୍ଵୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ଵ ସ୍ଵ ସ୍ଥାନରେ ଧ୍ଵଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ଲେବୀୟମାନଙ୍କ ଛାଉଣି ସହିତ ସମାଗମ-ତମ୍ବୁ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ। ସେମାନେ ସେହି ନିୟମରେ ଅଗ୍ରସର ହେବେ, ଯେପରି ଛାଉଣି ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ୱଜା ପାଖରେ ସର୍ବଦା ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।