Numbers 2:18 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ଵଜା ରହିବ; ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ଇଫ୍ରୟିମ ବିଭାଗର ଛାଉଣିର ଧ୍ୱଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;