Numbers 2:20 — Compare Translations
5 translations compared side by side
Odia - 1840
"ଇଫ୍ରଯିମ ଗୋଷ୍ଠୀ ଛାଉଣୀର ପରେ ମନଃଶି ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲୀଯଲେ ମନଃଶି ଲୋକମାନଙ୍କର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଖରେ ମନଃଶି ବଂଶ ରହିବେ, ପୁଣି ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ଇଫ୍ରୟିମ ଗୋଷ୍ଠୀ ଛାଉଣିର ପରେ ମନଃଶି ଗୋଷ୍ଠୀ ଛାଉଣି ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲିୟେଲ ମନଃଶି ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;