Numbers 2:22 — Compare Translations

5 translations compared side by side

Odia - 1840
"ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବିନ୍ୟାମିନ ବଂଶ; ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ବିନ୍ୟାମୀନ ଗୋଷ୍ଠୀ ଇଫ୍ରୟିମ ଗୋଷ୍ଠୀ ଭୟରେ ଛାଉଣି ସ୍ଥାପନ କରିବେ। ପୁଣି ଗିଦିୟୋନିର ପୁତ୍ର ଅବୀନାସ ବିନ୍ୟାମୀନ ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;