Numbers 2:24 — Compare Translations
5 translations compared side by side
Odia - 1840
"ଇଫ୍ରଯିମ ଛାଉଣୀର ଗଣ୍ଯ ସୈନ୍ଯସଂଖ୍ଯା 1,08,100 ସମାନେେ ତୃତୀୟ ରେ ଅଗ୍ରସର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠହଜାର ଏକ ଶହ । ସେମାନେ ତୃତୀୟରେ ଅଗ୍ରସର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଇଫ୍ରୟିମ ଛାଉଣିର ଗଣ୍ୟ ସୈନ୍ୟସଂଖ୍ୟା 108,100 ସେମାନେ ତୃତୀୟରେ ଅଗ୍ରସର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।