Numbers 2:25 — Compare Translations

5 translations compared side by side

Odia - 1840
"ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ-ଛାଉଣିର ଧ୍ଵଜା ରହିବ; ପୁଣି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେସର ଦାନ-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ଦାନ ବିଭାଗର ଛାଉଣିର ଧ୍ୱଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ ସନ୍ତାନଗଣର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;