Numbers 2:27 — Compare Translations
5 translations compared side by side
Odia - 1840
"ଦାନ ଗୋଷ୍ଠୀର ଛାଉଣୀ ପାଖ ରେ ଆଶରେ ଗୋଷ୍ଠୀର ଛାଉଣୀ ରହିବ; ଆକ୍ରଣର ପୁତ୍ର ପଗୀଯଲେ ଆଶରେ ସନ୍ତାନଗଣର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଖରେ ଆଶେର୍ ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ଦାନ ଗୋଷ୍ଠୀର ଛାଉଣି ପାଖରେ ଆଶେର ଗୋଷ୍ଠୀର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;