Numbers 2:29 — Compare Translations

5 translations compared side by side

Odia - 1840
"ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ନପ୍ତାଲି ଗୋଷ୍ଠୀର ଛାଉଣି ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି ସନ୍ତାନଗଣର ଅଧିପତି ହେବ;