Numbers 2:3 — Compare Translations

5 translations compared side by side

Odia - 1840
"ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ଵଜାର ପଶ୍ଚାଦ୍ଗାମୀ ଲୋକ; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦାର ବିଭାଗ ଛାଉଣି ସ୍ଥାପନ କରିବେ ତାଙ୍କ ଧ୍ୱଜା ସହିତ ପୂର୍ବଦିଗର ସୂର୍ଯ୍ୟଦୋୟ ଆଡ଼େ, ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦାର ଲୋକମାନଙ୍କର ନେତା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ;