Numbers 2:31 — Compare Translations

5 translations compared side by side

Odia - 1840
"ଦାନ ଛାଉଣୀ ରେ ମାଟେ ମନୁଷ୍ଯମାନଙ୍କର ସଂଖ୍ଯା 1,57,600 ସମାନେେ ସମାନଙ୍କେର ଧ୍ବଜା ଧରି ସମସ୍ତଙ୍କ ପଛ ରେ ଅଗ୍ରସର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନ-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ । ସେମାନେ ଆପଣାମାନଙ୍କ ଧ୍ଵଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଦାନ ଛାଉଣିରେ ମୋଟ ମନୁଷ୍ୟମାନଙ୍କର ସଂଖ୍ୟା 157,600 ସେମାନେ ସେମାନଙ୍କର ଧ୍ୱଜା ଧରି ସମସ୍ତଙ୍କ ପଛରେ ଅଗ୍ରସର ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”
Odia IRV 2017 (ଓଡିଆ ବାଇବେଲ)
ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”