Numbers 2:32 — Compare Translations
5 translations compared side by side
Odia - 1840
"ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସବୁ ଇସ୍ରାଏଲ ଲୋକମାନେ ଓ ସେମାନେ ନିଜର ପିତୃଗୃହ ଅନୁସାରେ ଗଣ୍ୟ ହେଲେ। ସେମାନଙ୍କର ଛାଉଣିର ମୋଟ ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 603,500
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।