Numbers 2:33 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଲବେୀୟମାନଙ୍କୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଗଣନା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଲେବୀୟମାନଙ୍କୁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ଗଣନା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।