Numbers 2:34 — Compare Translations

5 translations compared side by side

Odia - 1840
"ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ଵଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କୁ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ଇସ୍ରାଏଲର ଲୋକମାନେ ସେ ସମସ୍ତ କଲେ। ସେମାନେ ନିଜ ନିଜ ବଂଶ ନିକଟରେ ନିଜ ନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।