Numbers 2:5 — Compare Translations

5 translations compared side by side

Odia - 1840
"ଯିହୁଦା ଗୋଷ୍ଠୀର ପାଖ ରେ ଇଷାଖର ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ଜୁଆର ପୁତ୍ର ନେଥନିଯଲ, ଇଷାଖର ଲୋକମାନଙ୍କର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦା ଗୋଷ୍ଠୀର ପାଖରେ ଇଷାଖର ଗୋଷ୍ଠୀ ଛାଉଣି ସ୍ଥାପନ କରିବେ। ସୂୟାରର ପୁତ୍ର ନଥନେଲ, ଇଷାଖର ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;