Numbers 2:7 — Compare Translations

5 translations compared side by side

Odia - 1840
"ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍‌ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ ସନ୍ତାନଗଣର ଅଧିପତି ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ସବୁଲୂନର ଗୋଷ୍ଠୀ ମଧ୍ୟ ଯିହୁଦାର ପାର୍ଶ୍ୱରେ ଛାଉଣି ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀୟାବ ସବୁଲୂନର ଲୋକମାନଙ୍କର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ-ସନ୍ତାନଗଣର ଅଧିପତି ହେବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍‍ ସବୂଲୂନ ସନ୍ତାନଗଣର ଅଧିପତି ହେବ;