Numbers 2:9 — Compare Translations
5 translations compared side by side
Odia - 1840
"ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ । ସେମାନେ ପ୍ରଥମେ ଅଗ୍ରସର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦା ଛାଉଣିର ସମୁଦାୟ ସୈନ୍ୟ ସଂଖ୍ୟା 186,400 ସେମାନେ ପ୍ରଥମେ ଅଗ୍ରସର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।