Numbers 20:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସ ରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସମାନେେ କାଦେଶ ରେ ବାସ କଲେ। ମରିଯମ ସହେି ସ୍ଥାନ ରେ ମୃତ୍ଯୁବରଣ କଲେ ଓ ତାଙ୍କୁ ସଠାେରେ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମର ମୃତ୍ୟୁ ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସେମାନେ କାଦେଶରେ ବାସ କଲେ। ମରିୟମ ସେହି ସ୍ଥାନରେ ମୃତ୍ୟୁବରଣ କଲେ ଓ ତାଙ୍କୁ ସେଠାରେ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।