Numbers 20:10 — Compare Translations

5 translations compared side by side

Odia - 1840
"ପୁଣି ମାଶାେ ଓ ହାରୋଣ ସହେି ଶୈଳ ସମ୍ମୁଖ ରେ ସମଗ୍ର ମଣ୍ତଳୀକୁ ଏକତ୍ର କଲେ। ସମାନଙ୍କେୁ କହିଲେ, ହେ ବିଦ୍ରୋହୀଗଣ, ଦେଖ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଏହି ଶୈଳରୁ ଜଳ ବାହାର କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମଗ୍ର ମଣ୍ତଳୀକୁ ଏକତ୍ର କଲେ। ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଦେଖ, ଆମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଏହି ଶୈଳରୁ ଜଳ ବାହାର କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?