Numbers 20:11 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ହସ୍ତ ଉତ୍ତୋଳନ କରି ଆପଣା ଆଶାବାଡି ରେ ସହେି ଶୈଳକୁ ଦୁଇଥର ଆଘାତ କଲେ। ଶୈଳରୁ ପ୍ରଚୁର ଜଳ ବାହାରିଲା। ତହୁଁ ମଣ୍ତଳୀ ଓ ସମାନଙ୍କେର ପଶୁଗଣ ଜଳପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି ମଣ୍ତଳୀ ଓ ସେମାନଙ୍କ ପଶୁଗଣ ପାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ହସ୍ତ ଉତ୍ତୋଳନ କରି ଆପଣା ଆଶାବାଡ଼ିରେ ସେହି ଶୈଳକୁ ଦୁଇଥର ଆଘାତ କଲେ। ଶୈଳରୁ ପ୍ରଚୁର ଜଳ ବାହାରିଲା। ତହୁଁ ମଣ୍ତଳୀ ଓ ସେମାନଙ୍କର ପଶୁଗଣ ଜଳପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।