Numbers 20:12 — Compare Translations
5 translations compared side by side
Odia - 1840
"ଏଥି ରେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, ତୁମ୍ଭମାନେେ ଲୋକମାନଙ୍କ ସମ୍ମୁଖ ରେ ମାଠାେ ରେ ବିଶ୍ବାସ କଲ ନାହିଁ ଏବଂ ଲୋକମାନଙ୍କ ଆଗ ରେ ମାେତେ ପବିତ୍ର ରୂପେ ସମ୍ମାନ ଦେଲେ ନାହିଁ। ଏଣୁ ତୁମ୍ଭମାନେେ ଏହିସବୁ ଲୋକମାନଙ୍କୁ ସହେି ଦେଶ ଭିତରକୁ ନବେ ନାହିଁ, ଯାହା ମୁଁ ସମାନଙ୍କେୁ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ଵାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ତଳୀକି ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ସମ୍ମୁଖରେ ମୋ’ଠାରେ ବିଶ୍ୱାସ କଲ ନାହିଁ ଏବଂ ଲୋକମାନଙ୍କ ଆଗରେ ମୋତେ ପବିତ୍ର ରୂପେ ସମ୍ମାନ ଦେଲ ନାହିଁ। ଏଣୁ ତୁମ୍ଭେମାନେ ଏହି ଲୋକମାନଙ୍କୁ ସେହି ଦେଶ ଭିତରକୁ ନେବ ନାହିଁ, ଯାହା ମୁଁ ସେମାନଙ୍କୁ ଦେଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)