Numbers 20:13 — Compare Translations

5 translations compared side by side

Odia - 1840
"ଏହି ସ୍ଥାନକୁ ମରୀବାଃ-ଜଳ ବୋଲି କୁହାଗଲା, କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ସହ ବିବାଦ କଲେ ଏବଂ ସମାନଙ୍କେ ମଧିଅରେ ପବିତ୍ରରୂପେ ମାନ୍ଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସ୍ଥାନକୁ ମିରୀବାଃ-ଜଳ ବୋଲି କୁହାଗଲା, କାରଣ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କ ସହ ବିବାଦ କଲେ ଏବଂ ସଦାପ୍ରଭୁ ସେମାନଙ୍କ ମଧ୍ୟରେ ପବିତ୍ରରୂପେ ମାନ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ମିରୀବାଃ ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।