Numbers 20:14 — Compare Translations
5 translations compared side by side
Odia - 1840
"ଅନନ୍ତର ମାଶାେ କାଦେଶରୁ ଇଦୋମୀଯ ରାଜା ନିକଟକୁ ଦୂତମାନଙ୍କ ଦ୍ବାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇଶ୍ରାୟେଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଲେଶ ଘଟି ଅଛି ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ଵାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, ଆମ୍ଭମାନଙ୍କ ପ୍ରତି ଯେସମସ୍ତ କ୍ଳେଶ ଘଟିଅଛି,
Odia Bible ERV 2004 (ପବିତ୍ର ବାଇବଲ)
ଇଦୋମ ଇସ୍ରାଏଲକୁ ଯିବାକୁ ନ ଦେବା ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, “ତୁମ୍ଭର ଭ୍ରାତା ଇସ୍ରାଏଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଳେଶ ଘଟି ଅଛି ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,