Numbers 20:15 — Compare Translations

5 translations compared side by side

Odia - 1840
"ବହୁ ବର୍ଷପୂର୍ବେ ଆମ୍ଭର ପୂର୍ବପୁରୁଷ କିପରି ମିଶରକୁ ଗଲେ ଓ ମିଶର ରେ ଦୀର୍ଘକାଳ ବାସ କଲେ ଓ ମିଶରୀଯମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଯେଉଁ କୁବ୍ଯବହାର କଲେ, ତାହା ତୁମ୍ଭେ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ; ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ବର୍ଷପୂର୍ବେ ଆମ୍ଭର ପୂର୍ବପୁରୁଷ କିପରି ମିଶରକୁ ଗଲେ ଓ ମିଶରରେ ଦୀର୍ଘକାଳ ବାସ କଲେ ଓ ମିଶରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଯେଉଁ କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।