Numbers 20:16 — Compare Translations

5 translations compared side by side

Odia - 1840
"ସେତବେେଳେ ଆମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସାହାୟ୍ଯ ପାଇଁ ବିଳାଶ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗର ରେ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସାହାଯ୍ୟ ପାଇଁ ବିଳାପ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। “ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗରରେ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
Odia IRV 2017 (ଓଡିଆ ବାଇବେଲ)