Numbers 20:18 — Compare Translations
5 translations compared side by side
Odia - 1840
"ପୁଣି ଇଦୋମ କହିଲେ, ତୁମ୍ଭମାନେେ ଆମ୍ଭ ଦେଶ ମଧ୍ଯ ଦଇୟିବେ ନାହିଁ, ଗଲେ ଆମ୍ଭେ ଖଡ୍ଗ ନଇେ ତୁମ୍ଭ ବିରୁଦ୍ଧ ରେ ଲଢିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇଦୋମ ତାଙ୍କୁ କହିଲେ, ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ଼୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇଦୋମ କହିଲେ, “ତୁମ୍ଭେମାନେ ଆମ୍ଭ ଦେଶ ମଧ୍ୟଦେଇଯିବ ନାହିଁ, ଗଲେ ଆମ୍ଭେ ଖଡ଼୍ଗ ନେଇ ତୁମ୍ଭ ବିରୁଦ୍ଧରେ ଲଢ଼ିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”