Numbers 20:19 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ କହିଲେ, ଆମ୍ଭମାନେେ କବଳେ ତୁମ୍ଭ ସଡକ ଦଇେ ୟିବୁ। ଯଦି ଆମ୍ଭମାନେେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତବେେ ଆମ୍ଭେ ତହିଁର ମୂଲ୍ଯ ଦବେୁ, ଆମ୍ଭମାନେେ କବଳେ ତୁମ୍ଭ ଦେଶ ଦଇେ ପାଦ ରେ ୟିବୁ। ଆମ୍ଭମାନେେ ଆଉକିଛି କରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ; ଯେବେ ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭେମାନେ କେବଳ ତୁମ୍ଭ ସଡ଼କ ଦେଇ ଯିବୁ। ଯଦି ଆମ୍ଭେମାନେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ, ଆମ୍ଭେମାନେ କେବଳ ତୁମ୍ଭ ଦେଶ ଦେଇ ପାଦରେ ଯିବୁ। ଆମ୍ଭେମାନେ ଆଉକିଛି କରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲ ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”