Numbers 20:2 — Compare Translations

5 translations compared side by side

Odia - 1840
"ସହେି ସ୍ଥାନ ରେ ଲୋକମାନଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତହୁଁ ଲୋକମାନେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସ୍ଥାନରେ ମଣ୍ତଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କର ଭ୍ରମ ସେହି ସ୍ଥାନରେ ଲୋକମାନଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତହୁଁ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।