Numbers 20:21 — Compare Translations

5 translations compared side by side

Odia - 1840
"ଏହିପରି ଇଦୋମ ଇଶ୍ରାୟେଲକୁ ଆପଣା ସୀମା ନଇେ ୟିବାର ଅନୁମତି ଦେଲେ ନାହିଁ। ତେଣୁ ଇଶ୍ରାୟେଲ ତାଙ୍କ ନିକଟରୁ ଫରେିୟାଇ ଅନ୍ୟ ବାଟରେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ଵୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେଲେ ନାହିଁ। ତେଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଯାଇ ଅନ୍ୟ ବାଟରେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।