Numbers 20:22 — Compare Translations
5 translations compared side by side
Odia - 1840
"ସମସ୍ତ ଇଶ୍ରାୟେଲର ଲୋକମାନେ କାଦେଶରୁ ହାରେ ପର୍ବତକୁ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ କାଦେଶରୁ ଯାତ୍ରା କଲେ । ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ତଳୀ ହୋର ପର୍ବତରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଙ୍କ ମୃତ୍ୟୁ ସମସ୍ତ ଇସ୍ରାଏଲର ଲୋକମାନେ କାଦେଶରୁ ହୋର ପର୍ବତକୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।