Numbers 20:23 — Compare Translations

5 translations compared side by side

Odia - 1840
"ହାରେ ପର୍ବତ ଇଦୋମ ଦେଶର ସୀମା ନିକଟରେ ଅବସ୍ଥିତ। ସେତବେେଳେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ହୋର ପର୍ବତ ଇଦୋମ ଦେଶର ସୀମା ନିକଟରେ ଅବସ୍ଥିତ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,