Numbers 20:24 — Compare Translations

5 translations compared side by side

Odia - 1840
"ହାରୋଣର ଏହା ମୃତ୍ଯୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବ। ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛ, ସହେି ଦେଶ ରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମାେ ବିରୁଦ୍ଧ ରେ ବିଦ୍ରୋହ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେବ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣର ଏହା ମୃତ୍ୟୁ ସମୟ ଓ ସେ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବ। ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମୋ’ ବିରୁଦ୍ଧରେ ବିଦ୍ରୋହ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।
Odia IRV 2017 (ଓଡିଆ ବାଇବେଲ)
“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।