Numbers 20:25 — Compare Translations
5 translations compared side by side
Odia - 1840
"ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିଯାସରକୁ ହାରେ ପର୍ବତ ଉପରକୁ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ।