Numbers 20:26 — Compare Translations

5 translations compared side by side

Odia - 1840
"ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢିନବୋ ଉଚିତ୍ ଓ ତା'ର ପୁତ୍ର ଇଲିଯାସରକୁ ସଗେୁଡିକ ପିନ୍ଧାଇ ଦବୋ ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେସ୍ଥାନରେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢ଼ିନେବା ଉଚିତ୍ ଓ ତା’ର ପୁତ୍ର ଇଲିୟାସରକୁ ସେଗୁଡ଼ିକ ପିନ୍ଧାଇ ଦେବା ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।