Numbers 20:27 — Compare Translations

5 translations compared side by side

Odia - 1840
"ତହୁଁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମାଶାେ ହାରୋଣ ଓ ଇଲିଯାଶର ଇଶ୍ରାୟେଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖ ରେ ହାରେ ପର୍ବତକୁ ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ତଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶା, ହାରୋଣ ଓ ଇଲିୟାସର ଇସ୍ରାଏଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖରେ ହୋର ପର୍ବତକୁ ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।