Numbers 20:28 — Compare Translations
5 translations compared side by side
Odia - 1840
"ମାଶାେ ହାରୋଣଙ୍କ ପବିତ୍ର ବସ୍ତ୍ର କାଢିଲେ ଓ ସଗେୁଡିକ ଇଲିଯାସରକୁ ପିନ୍ଧାଇଲେ। ତା'ପରେ ହାରୋଣ ପର୍ବତ ଉପରେ ମଲେ ଓ ତବେେ ମାଶାେ ଓ ଇଲିଯାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ହାରୋଣଙ୍କ ପବିତ୍ର ବସ୍ତ୍ର କାଢ଼ିଲେ ଓ ସେଗୁଡ଼ିକ ଇଲିୟାସରକୁ ପିନ୍ଧାଇଲେ। ତା’ପରେ ହାରୋଣ ପର୍ବତ ଉପରେ ମଲେ। ମୋଶା ଓ ଇଲିୟାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।