Numbers 20:29 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ମଣ୍ତଳୀ ହାରୋଣଙ୍କ ମୃତ୍ଯୁ ଜାଣିଲେ। ତେଣୁ ପ୍ରେତ୍ୟକକ ଇଶ୍ରାୟେଲୀୟ ତିରିଶ ଦିନ ପର୍ୟ୍ଯନ୍ତ ହାରୋଣଙ୍କ ନିମନ୍ତେ ଶୋକ ଦିବସ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ତଳୀ ଦେଖନ୍ତେ, ସେମାନେ, ଅର୍ଥାତ୍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ମଣ୍ତଳୀ ହାରୋଣଙ୍କ ମୃତ୍ୟୁ ଜାଣିଲେ। ତେଣୁ ପ୍ରତ୍ୟେକ ଇସ୍ରାଏଲୀୟ ତିରିଶ୍ ଦିନ ପର୍ଯ୍ୟନ୍ତ ହାରୋଣଙ୍କ ନିମନ୍ତେ ଶୋକ ଦିବସ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।