Numbers 20:3 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ମାଶାଙ୍କେ ସହିତ ବିବାଦ କରି କହିଲେ, ହାୟ! ଆମ୍ଭମାନେେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ପେଛ ମରିଥାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେତେବେଳେ ଯେବେ ଆମ୍ଭେମାନେ ମରିଥାʼନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ! ଆମ୍ଭେମାନେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ପଛେ ମରିଥା’ନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା’ନ୍ତୁ।