Numbers 20:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କାହିଁକି ସଦାପ୍ରଭୁଙ୍କ ସମାଜକୁ ଏହି ମରୁଭୂମିକୁ ଆଣିଲ? ତୁମ୍ଭେ ଚାହୁଁଛ ଯେପରିକି ଆମ୍ଭମାନେେ ଓ ଆମ୍ଭମାନଙ୍କର ପଶୁମାନେ ଏଠା ରେ ମରିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ଏହି ମରୁଭୂମିକୁ ଆଣିଲ? ତୁମ୍ଭେ ଗ୍ଭହୁଁଛ ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏଠାରେ ମରିବୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?