Numbers 20:5 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କାହିଁକି ମିଶର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଏହି କଦର୍ୟ୍ଯ ସ୍ଥାନକୁ ଆଣିଲ? ଏଠା ରେ ଶସ୍ଯ, ଡିମ୍ବିରି, ଦ୍ରାକ୍ଷା କିମ୍ବା ଡାଳିମ୍ବ କିଛି ନାହିଁ, ପିଇବାକୁ ମଧ୍ଯ ପାଣି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମିରି କି ଦ୍ରାକ୍ଷା କି ଡାଳିମ୍ଵର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କାହିଁକି ମିଶର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଏହି କଦର୍ଯ୍ୟ ସ୍ଥାନକୁ ଆଣିଲ? ଏଠାରେ ଶସ୍ୟ, ଡିମ୍ବିରି, ଦ୍ରାକ୍ଷା କିମ୍ବା ଡାଳିମ୍ବ କିଛି ନାହିଁ, ପିଇବାକୁ ମଧ୍ୟ ପାଣି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”