Numbers 20:6 — Compare Translations
5 translations compared side by side
Odia - 1840
"ଏଥି ରେ ମାଶାେ ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ ତମ୍ବୁର ଦ୍ବାରକୁ ୟାଇ ମୁହଁ ମାଡି ପଡିଲେ। ତହୁଁ ସଦାପ୍ରଭୁଙ୍କ ମହିମା ସମାନଙ୍କେ ପ୍ରତି ପ୍ରକାଶିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ଵୁ ଦ୍ଵାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁର ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ। ତହୁଁ ସଦାପ୍ରଭୁଙ୍କ ମହିମା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।