Numbers 20:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆଶାବାଡି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭମାନେେ ସମାନଙ୍କେ ସମ୍ମୁଖ ରେ ସହେି ଶୈଳକୁ ଜଳ ଦବୋ ପାଇଁ ଆଜ୍ଞା ଦିଅ। ତହିଁରେ ସହେି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସମାନଙ୍କେର ପଶୁଗଣଙ୍କୁ ଜଳ ପାନ କରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯଷ୍ଟି ନିଅ, ପୁଣି ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ତଳୀକି ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ତଳୀକି ଓ ସେମାନଙ୍କ ପଶୁଗଣକୁ ପାନ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆଶାବାଡ଼ି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭେମାନେ ସେମାନଙ୍କ ସମ୍ମୁଖରେ ସେହି ଶୈଳକୁ ଜଳ ଦେବା ପାଇଁ ଆଜ୍ଞା ଦିଅ। ତହିଁରେ ସେହି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସେମାନଙ୍କର ପଶୁଗଣଙ୍କୁ ଜଳ ପାନ କରାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
Odia IRV 2017 (ଓଡିଆ ବାଇବେଲ)