Numbers 20:9 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ତାଙ୍କ ସମ୍ମୁଖ ରେ ପଡିଥିବା ଆଶାବାଡି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ସମ୍ମୁଖରେ ପଡ଼ିଥିବା ଆଶାବାଡ଼ି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।