Numbers 21:1 — Compare Translations

5 translations compared side by side

Odia - 1840
"କିଣାନ ବଂଶୀଯ ରାଜା ଆରାଦ ଦକ୍ଷିଣ ପ୍ରଦେଶ ରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇଶ୍ରାୟେଲର ଲୋକମାନେ ଅଥାରୀମର ପଥ ଦଇେ ଆସୁଛନ୍ତି। ତେଣୁ ସେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କଲେ ଓ ସମାନଙ୍କେ ମଧ୍ଯରୁ କେତକଙ୍କେୁ ବନ୍ଧୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନବଂଶୀୟଙ୍କ ସହିତ ଯୁଦ୍ଧ କିଣାନ ବଂଶୀୟ ରାଜା ଆରାଦ ଦକ୍ଷିଣ ପ୍ରଦେଶରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇସ୍ରାଏଲର ଲୋକମାନେ ଅଥାରୀମର ପଥ ଦେଇ ଆସୁଛନ୍ତି। ତେଣୁ ସେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ସେମାନଙ୍କ ମଧ୍ୟରୁ କେତେକଙ୍କୁ ବନ୍ଦୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।