Numbers 21:10 — Compare Translations
5 translations compared side by side
Odia - 1840
"ଅନନ୍ତର ଇଶ୍ରାୟେଲର ଲୋକମାନେ ୟାତ୍ରାକରି ଓବୋତ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବକୁ ଯାତ୍ରା ଅନନ୍ତର ଇସ୍ରାଏଲର ଲୋକମାନେ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।