Numbers 21:11 — Compare Translations
5 translations compared side by side
Odia - 1840
"ତାହାପରେ ଓବୋତରୁ ୟାତ୍ରା କରି ପୂର୍ବ ଦିଗ ରେ ମାୟୋବର ପୂର୍ବଦିଗସ୍ଥିତ ମରୁଭୂମିରେ ଇଯୀ ଅବାରୀମ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ଓବୋତରୁ ଯାତ୍ରା କରି ପୂର୍ବ ଦିଗରେ ମୋୟାବର ପୂର୍ବଦିଗସ୍ଥିତ ମରୁଭୂମିରେ ଇୟୀଅବାରୀମରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।