Numbers 21:13 — Compare Translations
5 translations compared side by side
Odia - 1840
"ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରୁ ସେମାନେ ଯାତ୍ରା କରି ଇମୋରୀୟ-ମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣ୍ଣୋନ ନଦୀର ଅନ୍ୟ ପାର୍ଶ୍ୱ ମରୁଭୂମିରେ ଛାଉଣି ସ୍ଥାପନ କଲେ। କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।