Numbers 21:14 — Compare Translations

5 translations compared side by side

Odia - 1840
"ଏଥି ନିମନ୍ତେ ସଦାପ୍ରଭୁଙ୍କ ୟୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ-ପୁସ୍ତକରେ କଥିତ ଅଛି, ଯଥା “ଘୂର୍ଣ୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
Odia Bible ERV 2004 (ପବିତ୍ର ବାଇବଲ)
ଏଥିନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା: “ଘୂର୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,